ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା (ମାଟ୍ରିକ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପ୍ରକାଶ ପାଇଛି। କଟକ ବୋର୍ଡ କାର୍ଯ୍ୟାଳୟ ପରିସରରେ ବୋର୍ଡ...