Thursday, 25/April/2024 05:37
Mo Dhenkanal
ଢେଙ୍କାନାଳ ଖବର

ସର୍ବ ଭାରତୀୟ ବେସାମରିକ ସେବା ବ୍ୟାଟମିଣ୍ଟନ ପ୍ରତିଯୋଗିତାରେ ଢେଙ୍କାନାଳର କରୁଣାକର ବେହେରା ।

ହରିୟାଣା ସରକାରଙ୍କ ଯୁବ ଓ କ୍ରୀଡ଼ା ବିଭାଗ ପକ୍ଷରୁ ଆୟୋଜିତ ଏହି ସର୍ବ ଭାରତୀୟ ବେସାମରିକ ସେବା ବ୍ୟାଟମିଣ୍ଟନ ପ୍ରତିଯୋଗିତାରେ ଢେଙ୍କାନାଳର କରୁଣାକର ବେହେରା ବରିଷ୍ଠ ବିଭାଗରେ ଭାଗ ନେଇଛନ୍ତି । ସେ ବେଲଟିକିରି ସାରଙ୍ଗଧର ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଥାଇ ମଧ୍ୟ କ୍ରୀଡ଼ା ପ୍ରତି ଏହି ଦୁର୍ବଳ ମନୋଭାବ ତାଙ୍କୁ ଆଜି ଏହି ଭଳି ଆଗକୁ ନେବା ସହ ଆମ ଢେଙ୍କାନାଳ ଜିଲ୍ଲା ପାଇଁ ଗୌରବ ଆଣିବା ସହ ଛାତ୍ରଛାତ୍ରୀଙ୍କ ନିମନ୍ତେ ପ୍ରେରଣା ସାଜିଛନ୍ତି ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

five × four =