Thursday, 25/April/2024 09:09
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ।

ଢେଙ୍କାନାଳ ସହରର ପୁରୁଣା ଜିଲ୍ଲା ପରିଷଦ ହଲ ପରିସରରେ ଟାଉନ ଥାନା ସୌଜନ୍ୟରେ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଆମ ପୋଲିସ ସମିତି, ସଡକ ସୁରକ୍ଷା ସଚେତନତା ଶିବିର ସମିତି ଓ ବରିଷ୍ଠ ନାଗରିକ ସୁରକ୍ଷା ସମିତି ମିଳିତ ଆନୁକୂଲ୍ୟରେ ଆମ ପୋଲିସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।

FB_IMG_1686103726896
Picsart_22-04-11_10-18-21-175

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ବିଧାୟକ ସୁଧୀର କୁମାର ସାମଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ସରୋଜ କୁମାର ସେଠୀ, ଢେଙ୍କାନାଳ ବନଖଣ୍ଡ ଅଧିକାରୀ ସୁମିତ କର, ପୌର ପରିଷଦ ଅଧ୍ୟକ୍ଷା ଜୟନ୍ତୀ ପାତ୍ର, ଆରକ୍ଷୀ ଅଧିକ୍ଷକ ଜ୍ଞାନ ରଞ୍ଜନ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ ।

IMG-20230205-WA0003
Picsart_22-04-11_10-18-21-175

ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳର ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ, ଆଇନଜୀବୀ, ଗଣମାଧ୍ୟମ ପ୍ରତିନିଧି, ଢେଙ୍କାନାଳବାସୀ ପ୍ରମୁଖ ଉପସ୍ଥିତ ରହିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

four × 5 =