Monday, 22/April/2024 02:44
Mo Dhenkanal
ଢେଙ୍କାନାଳ ଖବର

କଠିନ ବର୍ଜ୍ୟବସ୍ତୁ ପରିଚାଳନା ଏବଂ ମୌଳିକ କର୍ତବ୍ୟ ସମ୍ପର୍କରେ ସଚେତନତା ଶିବିର ।

ଢେଙ୍କାନାଳ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶରତ କୁମାର ଦେହୁରୀଙ୍କ ନିର୍ଦ୍ଦେଶକ୍ରମେ ଅନଲାଇନ ମାଧ୍ୟମରେ ପ୍ୟାନେଲ ଲୟର୍ସ  ପିଏଲଭି ମାନଙ୍କୁ ନେଇ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଏବଂ ମୌଳିକ କର୍ତ୍ତବ୍ୟ ସମ୍ପର୍କରେ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି ।

FB_IMG_1686103726896
Picsart_22-04-11_10-18-21-175


    ଏହି ଅବସରରେ ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ସୁକାନ୍ତ କିଶୋର ଜେନା କଠିନ ବର୍ଜ୍ୟବସ୍ତୁ ପରିଚାଳନା ଅଧିନିୟମ ୨୦୧୬ ସମ୍ପର୍କରେ ଏବଂ ମନୁଷ୍ୟକୃତ ବର୍ଜ୍ୟବସ୍ତୁ ଦ୍ୱାରା ପରିବେଶ ପ୍ରଦୁଷଣ ସମ୍ପର୍କରେ ମତବ୍ୟକ୍ତ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

Picsart_22-04-11_10-18-21-175

ଏହା ସହିତ ସମ୍ବିଧାନର ମୌଳିକ କର୍ତ୍ତବ୍ୟ ବିଷୟରେ ମଧ୍ୟ ଆଲୋଚନା କରିଥିଲେ ।ଏହି ଶିବିରରେ ଢେଙ୍କାନାଳ ପୌରପରିଷଦର ସ୍ୱଚ୍ଛତା ନିରୀକ୍ଷକ ସନ୍ତୋଷ କୁମାର ମହାନ୍ତି ବର୍ଜ୍ୟବସ୍ତୁର ପୂନଃଚକ୍ରଣ ପଦ୍ଧତି ଦ୍ୱାରା କିପରି ବ୍ୟବହାର କରାଯାଇପାରିବ ସେ ବିଷୟରେ ଆଲୋଚନା କରିବା ସଙ୍ଗେ ସଙ୍ଗେ ବର୍ଜ୍ୟବସ୍ତୁକୁ ଏଣେତେଣେ ନଫୋପାଡି ତାହାର ସଠିକ୍ ବିନିଯୋଗ ପାଇଁ ପରାମର୍ଶ ଦେଇଥିଲେ । ପରିଶେଷରେ ସଚିବ ଶ୍ରୀ ଜେନା ଉପସ୍ଥିତ ପ୍ୟାନେଲ ଲୟାର୍ସ  ପିଏଲଭିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ- ବିଜ୍ଞାନ ମହାନ୍ତି

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

five + 15 =