Thursday, 25/April/2024 10:48
Mo Dhenkanal
ଢେଙ୍କାନାଳ ଖବର

ବିଜେପି ପକ୍ଷରୁ ଦିବ୍ୟାଙ୍ଗ ମାନଙ୍କୁ ସାଇକେଲ ବଣ୍ଟନ

ବିଜେପି ପକ୍ଷରୁ ଦିବ୍ୟାଙ୍ଗ ମାନଙ୍କୁ ସାଇକେଲ ବଣ୍ଟନ

FB_IMG_1686103726896
Picsart_22-04-11_10-18-21-175

ଢେଙ୍କାନାଳ ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସ ଉପଲକ୍ଷେ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ଗୋପବନ୍ଧୁ ଟାଉନ ହଲ ସମୁଖ୍ୟରେ ଦଳ ପକ୍ଷରୁ ବିଭିନ୍ନ ଦିବ୍ୟାଙ୍ଗ ମାନଙ୍କୁ ୩ ଚକିଆ ସାଇକେଲ, ଆଶାବାଡି, ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଛି । ଏହି ଉତ୍ସବରେ ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ପାତ୍ର, ସମେତ ଜିଲ୍ଲା ସ୍ତରୀୟ କର୍ମକର୍ତ୍ତା ଉପସ୍ଥିତ ଥିଲେ।

IMG-20230205-WA0003
Picsart_22-04-11_10-18-21-175

ରିପୋର୍ଟ- ବିଜ୍ଞାନ ମହାନ୍ତି, ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

4 × two =