Thursday, 25/April/2024 09:42
Mo Dhenkanal
ଢେଙ୍କାନାଳ ଖବର

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର

ପ୍ରଥମେ ରକ୍ତଦାନ ଓ ପରେ ଟୀକାକରଣର ବାର୍ତ୍ତାକୁ ସ୍ୱୀକାର କରି ଆଜି ଭାରତୀୟ ଜନତା ଯୁବମୋର୍ଚ୍ଚା ଢେଙ୍କାନାଳ ଜିଲ୍ଲା ନଗର ମଣ୍ଡଳ ତରଫରୁ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଶ୍ରୀ ମହାଦୀପ ଯଶୋବନ୍ତ ମହିମା ଓ ମଣ୍ଡଳ ସଭାପତି ସଙ୍କଳ୍ପ ଦାସ ଙ୍କ ନେତୃତ୍ବରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ରକ୍ତଦାନ ଶିବରକୁ ସଫଳ କରିଥିବାରୁ ସମସ୍ତ ରକ୍ତ ଦାତା ଏବଂ କାର୍ଯ୍ୟକର୍ତ୍ତାଙ୍କୁ ଧନ୍ୟବାଦ ।
ରକ୍ତ ଦାନ ମହାନ ପୁଣ୍ୟ ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

two × 5 =