Thursday, 25/April/2024 10:31
Mo Dhenkanal
ଢେଙ୍କାନାଳ ଖବର

ରାଇଜିଙ୍ଗ୍ ଷ୍ଟାର କ୍ଲବ ପକ୍ଷରୁ ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୨୦୧ ୟୁନିଟ ରକ୍ତ ସଂଗ୍ରହ ।

ସ୍ବେଚ୍ଛାସେବୀ ସଙ୍ଗଠନ ରାଇଜିଂ ଷ୍ଟାର କ୍ଲବ ଆନୁକୂଲ୍ୟରେ ଆୟୋଜିତ ସ୍ବେଛାକୃତ ରକ୍ତଦାନ ଶିବିର ସ୍ଥାନୀୟ ଅଭିନନ୍ଦନ ଗାର୍ଡେନ ଠାରେ ଅନୁଷ୍ଠିତ ହୋଇଯାଇଛି।
  ଏହି ରକ୍ତଦାନ ଶିବିରରେ ୨୦୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଉଭୟ ପୁରୁଷ, ମହିଳା ଓ ଭିନ୍ନକ୍ଷମ ରକ୍ତଦାନ କରିଥିଲେ।

FB_IMG_1686103726896
Picsart_22-04-11_10-18-21-175

ଏହି ରକ୍ତଦାନ ଶିବିରକୁ ମୁଖ୍ୟ ଅତିଥିଭାବେ ମାନ୍ୟବର ମନ୍ତ୍ରୀ  ପ୍ରଫୁଲ୍ଲ କୁମାର ମଲ୍ଲିକ  ,ସମ୍ମାନିତ ଅତିଥିଭାବେ ବିଧାୟକ ସୁଧୀର କୁମାର ସାମଲ ଓ କାମାଖ୍ୟା ନଗରର ପୂର୍ବତନ ପୌରାଧ୍ୟକ୍ଷ ଧର୍ମାନନ୍ଦ ପରିଡ଼ା  ଯୋଗଦାନ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

five × 4 =