Thursday, 25/April/2024 04:35
Mo Dhenkanal
ଢେଙ୍କାନାଳ ଖବର

ବିଜୁ ଯୁବ ଛାତ୍ର ଜନତା ଦଳ କାମାକ୍ଷାନଗର ବ୍ଲକ ଆନୁକୂଲ୍ୟରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ !

ବିଜୁ ଯୁବ ଛାତ୍ର ଜନତା ଦଳ କାମାକ୍ଷାନଗର ବ୍ଲକ ଆନୁକୂଲ୍ୟରେ ରକ୍ତର ଅଭାବ କୁ ଦୂରୀକରଣ ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ ଏଵଂ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ ମଲ୍ଲିକଙ୍କ ନିର୍ଦେଶ କ୍ରମେ ଭବାନୀ କ୍ଲବ, ଜିରିଡାମାଳି, କାମାକ୍ଷାନଗର ଠାରେ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଅଛି।

FB_IMG_1686103726896
Picsart_22-04-11_10-18-21-175

ଏହି ଶିବିରକୁ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଫୁଲ୍ଲ ମଲ୍ଲିକ ଉଦଘାଟନ କରିଥିଲେ l ଏଥିରେ ୫୧ ୟୁନିଟ ରକ୍ତ ସଂଗ୍ରହିତ ହୋଇଥିଲା । ଶିବାନୀ କ୍ଲବର ସମସ୍ତ ସଭ୍ୟ ଓ ସମସ୍ତ ରକ୍ତଦାତାଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ ।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

5 × 5 =