Sunday, 08/September/2024 10:17
Mo Dhenkanal
ଢେଙ୍କାନାଳ ଖବର

ଉନ୍ନତିବିଧାନ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଜିଲ୍ଲାପାଳଙ୍କ ସପ୍ତସଜ୍ୟା ପରିଦର୍ଶନ ।

ଜିଲ୍ଲାର ସମସ୍ତ ପ୍ରମୂଖ ପର୍ଯ୍ୟଟନସ୍ଥଳୀ ଓ ତୀର୍ଥସ୍ଥାନର ସାମଗ୍ରିକ ବିକାଶ ନିମନ୍ତେ ଜିଲ୍ଲା ପ୍ରଶାସନର ଉଦ୍ୟମ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ସପ୍ତଶଯ୍ୟାର ସର୍ବାଙ୍ଗୀନ ଉର୍ଣ୍ଣତିବିଧାନ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଏବଂ ସ୍ୱତନ୍ତ୍ର ଟିମ ସହିତ ଆଜି ଅପରାହ୍ନରେ ଜିଲ୍ଲାପାଳ ଶ୍ରୀ ଭୂମେଶ ଚନ୍ଦ୍ର ବେହେରା ସପ୍ତଶଯ୍ୟା ଗସ୍ତ କରି ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଛନ୍ତି । ରାଜ୍ୟ ତଥା ରାଜ୍ୟ ବାହାରୁ ଅଧିକ ପର୍ଯ୍ୟଟକ ମାନଙ୍କୁ ଆକୃଷ୍ଟ କରିବା ନିମନ୍ତେ ଆଗାମୀ ଦିନରେ ସପ୍ତଶଯ୍ୟା ପୀଠକୁ ରାଜ୍ୟର ଏକ ପ୍ରମୁଖ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଛନ୍ତି ।

FB_IMG_1686103726896
Picsart_22-04-11_10-18-21-175

ଜିଲ୍ଲାପାଳଙ୍କ ଏହି ଗସ୍ତ ସମୟରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ନରୋତ୍ତମ ବେହେରା, ସଦର ଉପ ଜିଲ୍ଲାପାଳ ଶ୍ରୀ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସମେତ ପ୍ରକଳ୍ପ ନିର୍ଦ୍ଦେଶକ, ଜଳଛାୟା, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ନିର୍ବାହୀ ଯନ୍ତ୍ରୀ, ସେସୁ, ଉପ ନିର୍ଦ୍ଦେଶକ , ଉଦ୍ୟାନ ବିଭାଗ ଓ ଅନ୍ୟାନ୍ୟ ଜିଲ୍ଲାର ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

IMG-20230205-WA0003
Picsart_22-04-11_10-18-21-175

ରିପୋର୍ଟ- ବିଜ୍ଞାନ ମହାନ୍ତି, ମୋ ଢେଙ୍କାନାଳ ।

Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

4 × four =