Monday, 07/October/2024 11:58
Mo Dhenkanal
ଢେଙ୍କାନାଳ ଖବର

୧୨ ବର୍ଷର ଛାତ୍ରଛାତ୍ରୀମାନେ ନେଲେ କୋଭିଡ଼ ଟୀକା !

ଢେଙ୍କାନାଳ ପୋୖରାଞ୍ଚଳ ବନମାଳିପ୍ରସାଦ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୨ ରୁ ୧୪ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ କୋଭିଡ ସଂକ୍ରମଣ ସୁରକ୍ଷିତ ଟୀକାକରଣ କାର୍ଯ୍ୟକ୍ରମର ଉଦଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ, ବରିଷ୍ଠ କର୍ମକର୍ତ୍ତା ଗୁରୁବାରୀ ପ୍ରଧାନ ଓ ମୁକ୍ତାଦେଇପୁର କ୍ଲଷ୍ଟର ସଂଯୋଜିକା, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତରହି ଉଦଘାଟନୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । ଟୀକା ନେଇ ଛାତ୍ରଛାତ୍ରୀ ଖୁସିବ୍ୟକ୍ତ ପ୍ରକାଶ କରିଛନ୍ତି ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

2 × 1 =