Monday, 22/April/2024 02:14
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ବିଜେପି ପକ୍ଷରୁ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ଢେଙ୍କାନାଳ ଜିଲ୍ଲାର ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରିଣୀ ବୈଠକ ଜିଲ୍ଲା କାର୍ଯ୍ୟାଳୟ ଠାରେ ଜିଲ୍ଲା ସଭାପତି ନରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ।ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ବିଜେପି ଉପ ସଭାପତି ତଥା ଜିଲ୍ଲା ପ୍ରଭାରୀ ପ୍ରଭାତି ପରିଡା, ପୂର୍ବତନ ସାଂସଦ ରୁଦ୍ର ନାରାୟଣ ପାଣି, ବରିଷ୍ଠ ନେତା ବିଭୁତି ପ୍ରଧାନ, କୃଷ୍ଣ ପାତ୍ର, ଶତ୍ରୁଘ୍ନ ଜେନା, ନିରୋଜ ମହାଳିକ ପ୍ରମୁଖଙ୍କ ଉପସ୍ଥିତରେ ରାଜନୈତିକ ଚିଠା ପ୍ରସ୍ତାବ ଗ୍ରହଣ କରାଯାଇଥିଲା । ସମସ୍ତ ଜିଲ୍ଲା ସ୍ତରୀୟ ଦଳୀୟ କର୍ମକର୍ତ୍ତା ଏହି ସଭାରେ ଉପସ୍ଥିତ ଥିଲେ ।

FB_IMG_1686103726896
Picsart_22-04-11_10-18-21-175

ରିପୋର୍ଟ – ବିଜ୍ଞାନ ମହାନ୍ତି ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

eight + twelve =