Monday, 22/April/2024 02:31
Mo Dhenkanal
ଢେଙ୍କାନାଳ ଖବର

ଢେଙ୍କାନାଳ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ସରସ୍ୱତୀ ପୂଜା ଅନୁଷ୍ଠିତ

ଜିଲ୍ଲା ସାମ୍ବାଦିକ ଭବନ ଠାରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ବିଦ୍ୟାଦାତ୍ରୀ ମା’ ସରସ୍ଵତୀଙ୍କ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଛି।

FB_IMG_1686103726896
Picsart_22-04-11_10-18-21-175

ଏହି ପୂଜାରେ ସଂଘର ସମ୍ପାଦକ ସତ୍ୟସ୍ୱରୂପ ଦାସ କର୍ତ୍ତା ଭାବେ ପୂଜାରେ ବସିଥିବା ବେଳେ ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ରହି ପୂଜାର ପରିଚାଳନା କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175


ଏହି ପୂଜାରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ବିଧାୟକଙ୍କ ପ୍ରତିନିଧି ଦେବାଶିଷ ମିଶ୍ର, ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା, ଜିଲ୍ଲା ପ୍ରକଳ୍ପ ନିର୍ଦେଶକ ନରୋତ୍ତମ ବେହେରା, ଜିଲ୍ଲା ବନ ଖଣ୍ଡ ଅଧିକାରୀ ପ୍ରକାଶ ଚାନ୍ଦ ଗୋଗୀନେନୀ, ସଦର ତହସିଲଦାର ଲକ୍ଷ୍ମୀଧରରାଉତ, ଲୋକ ସମ୍ପର୍କ ଅଧିକାରୀ ଶୀତାଂଶୁ ମିଶ୍ର, ଏସ୍ ଡ଼ିପିଓ ସିଂହର୍ଷ ମିଶ୍ର , ଡ଼ଃ ରାଜ କିଶୋର ବେହେରା ଓ ସହରର ବହୁ ବରିଷ୍ଠ ଓ ବିଶିଷ୍ଟ ବ୍ୟକ୍ତି ବିଶେଷ ମାନେ ଯୋଗ ଦାନ କରି ପୁଷ୍ପାଞ୍ଜଳି ଅର୍ପଣ କରିବା ସହ ମା’ଙ୍କର ଆଶିଷ ଲାଭ କରିଥିଲେ । ପରେ ସାମୁହିକ ଭାବେ ପ୍ରସାଦ ସେବନ ଅନୁଷ୍ଠିତ ହୋଇଥିଲା ।

Picsart_22-04-11_10-18-21-175

ରିପୋର୍ଟ- ବିଜ୍ଞାନ ମହାନ୍ତି

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

thirteen + four =