Wednesday, 25/September/2024 10:46
Mo Dhenkanal
ଢେଙ୍କାନାଳ ଖବର

ଇ-ଟେକ୍‌ ହାଇୟର ସେକେଣ୍ଡାରୀ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

ଢେଙ୍କାନାଳ, ମଙ୍ଗଳପୁର ସ୍ଥିତ ଇ-ଟେକ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଛି ।

FB_IMG_1686103726896
Picsart_22-04-11_10-18-21-175

ଏହି ଉତ୍ସବରେ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ଊର୍ଣ୍ଣୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରଓ୍ବାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ଓ ଉପ ଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ଧଳ ପ୍ରମୁଖ ଯୋଗ ଦେଇଥିଲେ।

IMG-20230205-WA0003
Picsart_22-04-11_10-18-21-175

ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ, ମ୍ୟାଜିକ ସୋ ଭଳି ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହା ପରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ, ସଭାପତି, ସମ୍ପାଦକଙ୍କ ସମେତ ସମସ୍ତ କର୍ମକର୍ତ୍ତା, ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

seven + fourteen =