Monday, 22/April/2024 02:48
Mo Dhenkanal
ଢେଙ୍କାନାଳ ଖବର

ଇ-ଟେକ୍‌ ହାଇୟର ସେକେଣ୍ଡାରୀ ସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ।

ଢେଙ୍କାନାଳ, ମଙ୍ଗଳପୁର ସ୍ଥିତ ଇ-ଟେକ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଛି ।

FB_IMG_1686103726896
Picsart_22-04-11_10-18-21-175

ଏହି ଉତ୍ସବରେ ଅତିଥି ଭାବେ ଜିଲ୍ଲା ପରିଷଦର ମୁଖ୍ୟ ଊର୍ଣ୍ଣୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରଓ୍ବାନ, ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର ଓ ଉପ ଜିଲ୍ଲାପାଳ ସୁଶ୍ରୀ ସ୍ନିଗ୍ଧା ଧଳ ପ୍ରମୁଖ ଯୋଗ ଦେଇଥିଲେ।

IMG-20230205-WA0003
Picsart_22-04-11_10-18-21-175

ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ, ମ୍ୟାଜିକ ସୋ ଭଳି ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହା ପରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ, ସଭାପତି, ସମ୍ପାଦକଙ୍କ ସମେତ ସମସ୍ତ କର୍ମକର୍ତ୍ତା, ଶିକ୍ଷକଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

14 + 2 =