Thursday, 25/April/2024 03:53
Mo Dhenkanal
ଢେଙ୍କାନାଳ ଖବର

ଗିରିରାଜ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ଦୀପ ପ୍ରଜ୍ବଳନ

ଗିରିରାଜ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ମନ୍ଦିର ପାଇଁ ସମୂହ ଦୀପ ପ୍ରଜ୍ବଳନ।

FB_IMG_1686103726896
Picsart_22-04-11_10-18-21-175

ମେରାମଣ୍ଡଳୀ ବଜାର ନିକଟସ୍ଥ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଗିରିରାଜ ସ୍ଵେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଅଯୋଧ୍ୟାରେ ପ୍ରଭୁ ଶ୍ରୀ ରାମଙ୍କ ଭବ୍ଯ ମନ୍ଦିର ନିର୍ମାଣ ଶୁଭାରମ୍ଭ ନିମନ୍ତେ ସଦସ୍ୟ ମାନେ ପ୍ରଦୀପ ପ୍ରଜ୍ବଳନ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ସେହିପରି ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ କ୍ରମେ କୋଭିଡ ଯୋଦ୍ଧା ମାନଙ୍କୁ ସମ୍ମାନ ଜଣେଇବା ପାଇଁ ୨ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମ୍ପାଦିକା ତଥା ଜାତୀୟ ପର୍ବତରୋହି ବିଭାରାଣୀ ପାତ୍ର, ସଦସ୍ୟ-ତାପସ କୁମାର ,ଚିନ୍ମୟ ସାହୁ, ପିନ୍ମୟ ସାହୁ, ମନୋଜ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

Picsart_22-04-11_10-18-21-175

ରିପୋର୍ଟ – ସୁଶୀଲ ବେହେରା, ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

fifteen − one =