Sunday, 06/October/2024 03:59
Mo Dhenkanal
ଢେଙ୍କାନାଳ ଖବର

ସଚ୍ଚିଦାନନ୍ଦ ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ କରୋନା ସଚେତନତା ଶିବିର ଅନୁଷ୍ଠିତ ।

। ଦେଇଥିଲେସରକାରଙ୍କ କୋଭିଡ କଟକଣାରେ ଆସିଥିବା ନିୟମକୁ କଡାକଡି କରିଥିବା ସ୍ଥଳେ ଆଜି ଢେଙ୍କାନାଳ ଜିଲ୍ଲା ଓଡାପଡା ବ୍ଲକ ଅନ୍ତର୍ଗତ ଇନ୍ଦିପୁର ଗ୍ରାମର ସଚ୍ଚିଦାନନ୍ଦ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କରୋନା ସଚେତନତା ଶିବିର ଅନୁଷ୍ଟିତ ହୋଇଯାଇଛି, ଉକ୍ତ ଶିବିରରେ ୧୫୫ ଶିକ୍ଷାର୍ଥୀ ଓ ୨୦ କର୍ମଚାରୀ ଯୋଗ । ଏହି ଶିବିରରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଦାଶରଥି ଜେନା ମୁଖ୍ୟ ଅତିଥି ଏବଂ ବଳରାମପୁର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରର ଡକ୍ଟର କମଳ କାନ୍ତ ମହାନ୍ତି ଯୋଗ ଦେଇଥିଲେ । ପ୍ରଥମେ ବିଦ୍ୟାଳୟ ପରିସରକୁ ସାନିଟାଇଜର କରାଯାଇ ସମସ୍ତ ଛାତ୍ରଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କର କରୋନା ପରୀକ୍ଷା କରାଯାଇଥିଲା । ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର ଛାତ୍ରଛାତ୍ରୀ ଓ ସମସ୍ତ କର୍ମଚାରୀ ମାନଙ୍କୁ ନେଇ କରୋନା ସଚେତନତା ଉପରେ ଏକ ସଭା କରାଇଥିଲେ ।ଏହି କାର୍ଯ୍ୟକ୍ରମକୁ ଏନଏସଏସ ଅଧିକାରୀ ଦୁର୍ଗାମାଧଵଶେଷରେ ପାଣିଗ୍ରାହୀ ଓ ଅଧ୍ୟାପିକା ଦୀପ୍ତିବାଳା ମିଶ୍ର, ଅଧ୍ୟକ୍ଷ ଶ୍ରୀଯୁକ୍ତ ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ ।

FB_IMG_1686103726896
Picsart_22-04-11_10-18-21-175
IMG-20230205-WA0003
Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

thirteen − twelve =