Tuesday, 23/April/2024 03:16
Mo Dhenkanal
ଢେଙ୍କାନାଳ ଖବର

ଇନ୍ଦିରା ଗାନ୍ଧୀଙ୍କ ଜନ୍ମ ଜୟନ୍ତୀ ତଥା ଜାତୀୟ ସଂହତି ଦିବସ ପାଳିତ ।

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆଜି ଢେଙ୍କାନାଳ ସହର ସ୍ଥିତ ସୁପର ମାର୍କେଟ ଠାରେ ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଜିଲ୍ଲା କଂଗ୍ରେସ ସଦସ୍ୟ ମାନେ “ଜାତୀୟ ସଂହତି” ଦିବସ ପାଳନ କରିଛନ୍ତି।

FB_IMG_1686103726896
Picsart_22-04-11_10-18-21-175

ଏହି କାର୍ଯ୍ୟକ୍ରମରେ ଜିଲ୍ଲା କଂଗ୍ରେସ କମିଟିର ସଦସ୍ୟ ମାନେ ଗାନ୍ଧୀଙ୍କ ରାଷ୍ଟ୍ର ପ୍ରତି ରହିଥିବା ଅବଦାନ ସମ୍ବନ୍ଧରେ ଆଲୋକପାତ କରିଥିଲେ।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

four × 3 =