Monday, 07/October/2024 11:30
Mo Dhenkanal
ଢେଙ୍କାନାଳ ଖବର

କପିଳାସରେ ହେବ ରୋପୱେ, ସୂଚନା ଦେଲେ ପର୍ଯ୍ୟଟନ ମନ୍ତ୍ରୀ

ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ହେବ ରୋପ ୱେ, ୧୬ ମାସ ମଧ୍ୟରେ ସରିବ କାମ ରାଜ୍ୟର ପର୍ଯ୍ୟଟନ କ୍ଷେତ୍ରକୁ ଅଧିକ କ୍ରିୟାଶୀଳ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ରାଜ୍ୟର ୫ଟି ପର୍ଯ୍ୟଟନସ୍ଥଳୀରେ ରୋପ ୱେ କରାଯିବା ପାଇଁ ବ୍ୟବସ୍ଥା କରାଯାଇଛି। କପିଳାସ, ନୃସିଂହନାଥ-ହରିଶଙ୍କର, ଧଉଳିଗିରିରେ,ଭୀମକୁଣ୍ଡ, ପଞ୍ଚଲିଙ୍ଗେଶ୍ବରରେ ରୋପ ୱେ ବ୍ୟବସ୍ଥା କରାଯିବା ପାଇଁ  ରାଜ୍ୟ ସରକାର ସ୍ବତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି । ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି
ଏଥି ସହିତ ୫ଟି ପର୍ଯ୍ୟଟନସ୍ଥଳୀରେ ହେବାକୁ ଥିବା ଏହି ରୋପ ୱେ କାମ ୧୬ ମାସ ଭିତରେ ସରିବା ପାଇଁ ଯୋଜନା କରାଯାଇଛି। ଏଥି ସହିତ ପୁରୀରୁ କୋଣାର୍କ ରୋପ୍ ୱେ କରିବା ପାଇଁ ପ୍ରସ୍ତାବ ବିଚାରାଧୀନ ରହିଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

FB_IMG_1686103726896
Picsart_22-04-11_10-18-21-175

IMG-20230205-WA0003
Picsart_22-04-11_10-18-21-175

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

1 comment

Sunil kumar bhutia April 7, 2021 at 6:21 am

Very nice👏

Reply

Leave a Comment

seventeen − 6 =