Monday, 22/April/2024 03:04
Mo Dhenkanal
ଢେଙ୍କାନାଳ ଖବର ସ୍ପେସିଆଲ ରିପୋର୍ଟ

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳାଫଳ । କଟକ ମାଧ୍ୟମିକ ଶିକ୍ଷା ପରିଷଦ କାର୍ୟ୍ୟାଳୟରେ ଆସନ୍ତାକାଲି ଅପରାହ୍ନ ୪ଟାରେ ଏହା ପ୍ରକାଶ ପାଇବ । ଏହା ସହିତ ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ଫଳ ବି ପ୍ରକାଶ ପାଇବ ବୋଲି ସୂଚନା ମିଳିଛି। ରେଜଲ୍ଟ ସଂଧ୍ୟା ୬ଟା ପରେ ଓ୍ବେବସାଇଟ (bseodisha.ac.in ଓ bseodisha.nic.in ) ରେ ଉବଲବ୍ଧ ହେବ ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

3 − two =