Thursday, 25/April/2024 09:40
Mo Dhenkanal
ଢେଙ୍କାନାଳ ଖବର

ସଦର ବ୍ଲକର ମାର୍କେଟ କମ୍ପ୍ଲେକ୍ସ ଠାରେ ମିଶନ ଶକ୍ତି କାଫେ ଉଦଘାଟିତ ।

ସଦର ବ୍ଲକ ନିକଟସ୍ଥ ମାର୍କେଟ କମ୍ପ୍ଲେକ୍ସ ଠାରେ ମିଶନ ଶକ୍ତି କାଫେ ଉଦଘାଟିତ ।

FB_IMG_1686103726896
Picsart_22-04-11_10-18-21-175

ଏହି କାଫେକୁ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ଜିଲ୍ଲା ପରିଷଦ ଅଧକ୍ଷା ଅର୍ଚ୍ଚନା ପୁହାଣ, ଜିଲ୍ଲାପାଳ ସରୋଜ କୁମାର ସେଠୀ, ଜିଲ୍ଲା ପରିଷଦର ମୁଖ୍ୟ ଉର୍ଣ୍ଣୟନ ଅଧିକାରୀ ଜ୍ୟୋତି ରଞ୍ଜନ ସାହୁ, ବ୍ଲକ ଅଧ୍ୟକ୍ଷ ରାଜଶ୍ରୀ ନାୟକ,

IMG-20230205-WA0003
Picsart_22-04-11_10-18-21-175

ବିଡ଼ିଓ ସୁଧୀର କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ଏହି କାଫେକୁ ଉଦଘାଟନ କରିଥିଲେ । ପରେ ମିଶନ ଶକ୍ତିର ମା ମାନଙ୍କ ଦ୍ୱାରା ପ୍ରସ୍ତୁତ ଖାଦ୍ୟର ସ୍ୱାଦ ନେଇଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

one × 3 =