Sunday, 06/October/2024 04:50
Mo Dhenkanal
ଢେଙ୍କାନାଳ ଖବର

କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ।

୨୯.୦୮.୨୦୨୨ ରିଖ ଦିନ କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ମିଳିତ ଜନଅଭିଯୋଗ ଶୁଣାଣି ଶିବିରରେ ବିଭିନ୍ନ ସମସ୍ୟା ଆଲୋଚନା ସହ ୭,୫୦୦ ଟଙ୍କା ରେଡ୍ କ୍ରସ ଅନୁଦାନରୁ ପ୍ରଦାନ କରାଯାଇଛି ।

FB_IMG_1686103726896
Picsart_22-04-11_10-18-21-175

ଏଥିରେ ଉପସ୍ଥିତ ଅଧିକାରୀ ଜିଲ୍ଲାପାଳ ସରୋଜ କୁମାର ସେଠୀ, ଆରକ୍ଷୀ ଅଧୀକ୍ଷକ ଲୋଗାନୟାଗୀ ଦିବ୍ୟା ଭି. ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ ( ସାଧାରଣ ) ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ସାହୁ

IMG-20230205-WA0003
Picsart_22-04-11_10-18-21-175

ଅତିରିକ୍ତ ଜିଲ୍ଲା ଚିକିତ୍ସା ଅଧିକାରୀ ଡା, ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଆସିଷ୍ଟାଣ୍ଟ କଲେକ୍ଟର, ପି. ଜି. ସେଲ୍ ସୌମ୍ୟା ଶତଭିଷା ପି. ଜି. ସେଲ୍ ଅଫିସର ଶ୍ରୀ ଲଲିତ ମୋହନ ଚୌଧୁରୀ ଓ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଢେଙ୍କାନାଳ ମହିଳା ମହାବିଦ୍ୟାଳୟରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

Mo Dhenkanal

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ :ଢେଙ୍କାନାଳରେ ୯୫.୧୨% ପାସ ହାର, ୧୧:୩୦ରେ ୱେବସାଇଟ୍‌ରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ ।

Mo Dhenkanal

ଆଜି ପୂର୍ବାହ୍ନରେ ମାଟ୍ରିକ, ଅପରାହ୍ନରେ ଯୁକ୍ତ ୨ ଫଳାଫଳ।

Mo Dhenkanal

Leave a Comment

18 − seventeen =