Thursday, 25/April/2024 09:38
Mo Dhenkanal
ଢେଙ୍କାନାଳ ଖବର

ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ ।

ଢେଙ୍କାନାଳ ପୌରପାଳିକାର ଅଡିଟୋରିୟମ ପରିସରରେ ଜିଲ୍ଲା ପ୍ରଶାସନ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜାତୀୟ ପ୍ରେସ ଦିବସ ଅବସରରେ ଏକ ସ୍ୱତନ୍ତ୍ର

FB_IMG_1686103726896
Picsart_22-04-11_10-18-21-175

ଆଲୋଚନା ଚକ୍ର “କୃତ୍ରିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ” ଶୀର୍ଷକ ଉପରେ ଗଣମାଧ୍ୟମର ପ୍ରତିନିଧି ମାନେ ନିଜ ନିଜର ମତାମତ ପ୍ରଦାନ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠୀ ଉପସ୍ଥିତ ରହି ଜିଲ୍ଲାର ସମସ୍ତ ସାମ୍ବାଦିକ ମାନଙ୍କୁ ତାଙ୍କର ସମାଜ ପ୍ରତି ନିଷ୍ଠା ପାଇଁ ଉତ୍ସାହିତ କରିବା ସହ ପ୍ରସଂଶା କରିଥିଲେ । ଜିଲ୍ଲା ଲୋକ ସମ୍ପର୍କ ଅଧିକାରୀ ଅଭିଷକ ବେହେରା କାର୍ଯ୍ୟକ୍ରମ ସ୍ଵାଗତ ଭାଷଣ କରିବା ସହ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରୀମ ରେ ବରିଷ୍ଠ ସାମ୍ବାଦିକ ମାନେ ନିଜ, ନିଜର ମନ୍ତବ୍ୟ ପ୍ରଦାନ କରିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

11 − eight =