Thursday, 25/April/2024 03:47
Mo Dhenkanal
ଢେଙ୍କାନାଳ ଖବର

ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ନୂଆଁଖାଇ ପର୍ବ ।

ଢେଙ୍କାନାଳ ଜିଲ୍ଲା ସଂସ୍କୃତି ପରିଷଦ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସଂସ୍କୃତି ଭବନ ପରିସରରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ନୂଆଁଖାଇ ପର୍ବ ପାଳନ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ,

FB_IMG_1686103726896
Picsart_22-04-11_10-18-21-175

ଜିଲ୍ଲା ଲୋକ ସଂପର୍କ ଅଧିକାରୀ ସାରଦା ପ୍ରସନ୍ନ ମହାନ୍ତି, ରାଜ୍ୟ ଲୋକକଳା ସଂଘ ଉପସଦ୍ଭାପତି ଅବନୀ କୁମାର ମିଶ୍ର ଯୋଗଦାନ କରି ନୂଆ ଖାଇ ପର୍ବର ଆଭିମୁଖ୍ୟ ପ୍ରସଙ୍ଗରେ ମତବ୍ୟକ୍ତ କରିବା ସହ ନୂଆଖାଇ ପର୍ବରେ ପରିବାରର ସମସ୍ତ ସଦସ୍ୟ ମାନେ ଯୋଗ ଦେଇ ଗୁରୁଜନ ମାନଙ୍କ ଜୁହାର କରିବା ସହ ଆଶିର୍ବାଦ ଗ୍ରହଣ କରିଥାନ୍ତି ।

IMG-20230205-WA0003
Picsart_22-04-11_10-18-21-175

ଏଥିରେ ବହୁ କଳାକାର କବି, ଲେଖକ, କଳାପ୍ରେମୀ ଯୋଗଦାନ କରିଥିଲେ । ପରେ କଳାକାର ମାନେ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

3 × 3 =