Monday, 22/April/2024 01:42
Mo Dhenkanal
ଢେଙ୍କାନାଳ ଖବର

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ରକ୍ତଦାନ ଶିବିର

ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ପକ୍ଷରୁ ଢେଙ୍କାନାଳ ଜିଲ୍ଲାର କରମୂଳ ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।

FB_IMG_1686103726896
Picsart_22-04-11_10-18-21-175

ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ ଓ ରାଜ୍ୟ ସରକାରଙ୍କ ଖଣି, ଇସ୍ପାତ ଓ ପୁର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ,ମାନ୍ୟବର ବିଧାୟକ ସୁଧୀର କୁମାର ସାମଲ ଏବଂ ଢେଙ୍କାନାଳ ଜିଲ୍ଲା ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ନିର୍ଦ୍ଦେଶ କ୍ରମେ ଢେଙ୍କାନାଳ ନିର୍ବାଚନ ମଣ୍ଡଳୀର ଗଁଦିଆ ବ୍ଲକ ୧ ନମ୍ବର ଯୋନର କରମୂଳ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ତରଫରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି।

IMG-20230205-WA0003
Picsart_22-04-11_10-18-21-175

ଏହି ଶିବିରରେ ସର୍ବମୋଟ ୧୩୬ ୟୁନିଟ ରକ୍ତ ସଂଗ୍ରହ ହୋଇଛି । ବିଜୁ ଛାତ୍ର ଜନତା ଦଳର ସଭାପତି ତଥା ଓଡିଶା ମୋ ପରିବାରର ଜିଲ୍ଲା ସଂଯୋଜକ ସୁରଜ କୁମାର ମହାପାତ୍ର ସମସ୍ତ ରକ୍ତଦାତାଙ୍କୁ ଅଶେଷ ଅଶେଷ ଧନ୍ୟବାଦ ଜଣାଇଛନ୍ତି ।

Picsart_22-04-11_10-18-21-175

କରମୂଳରୁ ବିଜ୍ଞାନ ମହାନ୍ତିଙ୍କ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

three + seventeen =