Tuesday, 23/April/2024 05:02
Mo Dhenkanal
ଢେଙ୍କାନାଳ ଖବର

ଗ୍ରାମ୍ୟ ନିର୍ମାଣ ବିଭାଜନ ପକ୍ଷରୁ ମୁକ୍ତିର ଅମୃତ ମହୋତ୍ସବ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଢେଙ୍କାନାଳ ଜିଲ୍ଲା ଗଁଦିଆ ବ୍ଲକ ଅନ୍ତର୍ଗତ ପିଙ୍ଗୁଆ ଠାରୁ ଲାଉଲଇକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକର ଦୁଇ ପାର୍ଶ୍ଵରେ ମୁକ୍ତିର ଅମୃତ ମହୋତ୍ସବ କାର୍ଯ୍ୟକ୍ରମରେ ବୃକ୍ଷରୋପଣ କରାଯାଇଛି । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ ଉପସ୍ଥିତ ରହି ବୃକ୍ଷରୋପଣ କରିଥିବା ବେଳେ ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା, ଜିଲ୍ଲା ବନଖଣ୍ଡ ଅଧିକାରୀ ପ୍ରକାଶ ଚାନ୍ଦ ଗୋଗିନେନୀ, ଢେଙ୍କାନାଳ ଜିଲ୍ଲା ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରିଣୀ ସଭାପତି ରୁବି ବିଶ୍ୱାଳ, ଗଁଦିଆ ବ୍ଲକ ବିଜୁ ମହିଳା ଜନତା ଦଳର ସଭାପତି ତଥା ପୋରୁହଖୋଜ ଗ୍ରାମ ପଞ୍ଚାୟତର ସରପଞ୍ଚ ଶୁଭଦର୍ଶିନୀ ପରିଡା ଓ ବହୁ ସମାଜସେବୀ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ଗ୍ରାମ୍ୟ ନିର୍ମାଣ ବିଭାଜନ ପକ୍ଷରୁ ଆୟୋଜନ କରାଯାଇଥିଲା ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

two × five =