Thursday, 25/April/2024 10:00
Mo Dhenkanal
ଢେଙ୍କାନାଳ ଖବର

ସମର କବି ବ୍ରଜନାଥ ବଡଜେନାଙ୍କ ଜୟନ୍ତୀ ପାଳିତ ।

ସମର କବି ବ୍ରଜନାଥ ବଡଜେନାଙ୍କ ଜୟନ୍ତୀ ଅବସରରେ ବି. ବି. ହାଇ ସ୍କୁଲ ଠାରେ ଏବଂ ରାଜବାଟୀ ନିକଟସ୍ଥ ଶିଶୁ ଉଦ୍ୟାନ ପରିସରରେ ବ୍ରଜନାଥଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଶ୍ରୀ ସରୋଜ କୁମାର ସେଠୀ,

FB_IMG_1686103726896
Picsart_22-04-11_10-18-21-175

ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଓ ନିର୍ବାହୀ ଅଧିକାରୀ ଶ୍ରୀ ତନ୍ମୟ କୁମାର ଦରୱାନ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ସନ୍ତୋଷ କୁମାର ଶତପଥୀ,

IMG-20230205-WA0003
Picsart_22-04-11_10-18-21-175

ଓଡିଶା ସାହିତ୍ୟ ଏକାଡେମୀର ସଦସ୍ୟା ଶ୍ରୀମତୀ ପୁଷ୍ପଲତା ରଥ, ଜିଲ୍ଲା ସଂସ୍କୃତି ସଂଯୋଜକ ଶ୍ରୀ ଅବନୀ କୁମାର ମିଶ୍ର, ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀମାନେ ଉପସ୍ଥିତ ରହି ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଜ୍ଞାପନ କରିଛନ୍ତି ।

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

4 × two =