Monday, 22/April/2024 03:08
Mo Dhenkanal
ଢେଙ୍କାନାଳ ଖବର

କାଲି ଠୁ ସକାଳ ୬ଟାରୁ ଆରମ୍ଭ ହେବ ସ୍କୁଲ, ୯ଟାରେ ଛୁଟି !

ଏଥର ସକାଳୁଆ ସ୍କୁଲ । ସକାଳ ୬ଟାରୁ ଆରମ୍ଭ ହେବ ସ୍କୁଲ । ୬ଟାରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ୯ଟାରେ ଛୁଟି ହେବ ବୋଲି ସ୍ଥିର କରାଯାଇଛି । ସରକାରଙ୍କ ପକ୍ଷରୁ ଏହି ନୂଆ ନିୟମ ଜାରି କରାଯାଇଛି । ଆସନ୍ତା କାଲି ତଥା  ମେ’ ୨ ତାରିଖରୁ ଏହି ନିୟମ ଲାଗୁ କରାଯିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

2 × four =