Tuesday, 23/April/2024 03:40
Mo Dhenkanal
ଢେଙ୍କାନାଳ ଖବର

ଜିଲ୍ଲା ପୋଲିସ୍ ପ୍ରଶାସନ ପକ୍ଷରୁ କରୋନା ଯୋଦ୍ଧାଙ୍କ ନିମନ୍ତେ ନିରବ ପ୍ରାର୍ଥନା ଓ ଶପଥ ପାଠ

କରୋନା ଯୋଦ୍ଧାଙ୍କ ନିମନ୍ତେ ଏକ ମିନିଟ୍ ନିରବ ପ୍ରାର୍ଥନା ସହ କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ଶପଥ ପାଠ କରାଇଲେ ଏସ୍. ପି. ଅନୁପମା ଜେମ୍ସ ।

FB_IMG_1686103726896
Picsart_22-04-11_10-18-21-175

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଢେଙ୍କାନାଳ ପୋଲିସ ପ୍ରଶାସନ ପକ୍ଷରୁ କରୋନା ଯୋଦ୍ଧାଙ୍କ ସମ୍ମାନ ପାଇଁ ଏକ ମିନିଟ ନିରବ ପ୍ରାର୍ଥନା ଏବଂ କରୋନା ଯୋଦ୍ଧାଙ୍କୁ ଉତ୍ସାହ କରିବା ପାଇଁ ଶପଥ ପାଠ କରାଯାଇଛି । ଏହି ଶପଥ ପାଠରେ ଆରକ୍ଷୀ ଅଧିକ୍ଷକ ଅନୁପମା ଜେମ୍ସ , ଜିଲ୍ଲା ପୋଲିସ୍ କାର୍ଯ୍ୟାଳୟରେ ସମସ୍ତ ପୋଲିସ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଶପଥ ଗ୍ରହଣ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ରିପୋର୍ଟ – ଦୀପକ ରଞ୍ଜନ ମିଶ୍ର

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

thirteen + fifteen =