Saturday, 18/May/2024 11:08
Mo Dhenkanal
ଢେଙ୍କାନାଳ ଖବର

ଜିଲ୍ଲା ପ୍ରଶାସନ ପକ୍ଷରୁ ନିରବ ପ୍ରାର୍ଥନା ସହ ଶପଥ ପାଠ କାର୍ଯ୍ୟକ୍ରମ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ କରୋନା ଯୋଦ୍ଧାଙ୍କ ଉଦ୍ଧେଶ୍ୟରେ ଏକ ମିନିଟ୍ ନିରବ ପ୍ରାର୍ଥନା କରିବା ସହ କରୋନା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ଶପଥ ପାଠ କରାଯାଇଛି ।

FB_IMG_1686103726896
Picsart_22-04-11_10-18-21-175

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଢେଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ କରୋନା ଯୋଦ୍ଧାଙ୍କ ସମ୍ମାନ ପାଇଁ ଏକ ମିନିଟ ନିରବ ପ୍ରାର୍ଥନା ଏବଂ କରୋନା ଯୋଦ୍ଧାଙ୍କୁ ଉତ୍ସାହ କରିବା ପାଇଁ ଶପଥ ପାଠ କାର୍ଯ୍ୟକ୍ରମ କରାଯାଇଛି । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଖଣି,ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇଥିବା ବେଳେ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରା, ବିଧାୟକ ସୁଧୀର କୁମାର ସାମଲ, ଅତିରିକ୍ତ ଜିଲ୍ଲାପାଳ ସୌଦାମିନୀ ସେଠୀ ଉପସ୍ଥିତ ରହି ଭିଡ଼ିଓ କନଫ୍ରେନ୍ସରେ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ସହିତ ଶପଥ ପାଠ କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ସମସ୍ତ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ମାନେ କାର୍ଯ୍ୟଳୟ ପରିସରରେ ଉପସ୍ଥିତ ରହି ଶପଥ ପାଠ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ ।

Picsart_22-04-11_10-18-21-175

ରିପୋର୍ଟ- ବିଜ୍ଞାନ ମହାନ୍ତି

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

thirteen − 7 =