Tuesday, 23/April/2024 04:39
Mo Dhenkanal
ଢେଙ୍କାନାଳ ଖବର

ସଚେତନ ନାଗରିକ ଫୋରମ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ।

କୁନୁର ଠାରେ ସହିଦ ହୋଇଥିବା ସିଡିଏସ ବିପିନ ରାୱତଙ୍କ ସହିତ ଅନ୍ୟ ଯବାନ ମାନଙ୍କୁ ସଚେତନ ନାଗରିକ ଫୋରମ ପକ୍ଷରୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି

FB_IMG_1686103726896
Picsart_22-04-11_10-18-21-175

ଆଜି ସନ୍ଧ୍ୟାରେ ଢେଙ୍କାନାଳ ସଚେତନ ନାଗରିକ ଫୋରମ ପକ୍ଷରୁ କୁନୁର ଠାରେ ସହିଦ ହୋଇଥିବା ସିଡିଏସ ବିପିନ ରାୱତଙ୍କ ସହିତ ଅନ୍ୟ ଯବାନ ମାନଙ୍କ ସମ୍ମାର୍ଥେ ଏକ ମିନିଟ ନିରବ ପ୍ରାର୍ଥନା ସହିତ ଭାବପୂର୍ଣ୍ଣ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l

IMG-20230205-WA0003
Picsart_22-04-11_10-18-21-175

ଉକ୍ତ ସହିଦ ଗ୍ରୁପରେ ଅବିଭକ୍ତ ଢେଙ୍କାନାଳ ଜିଲ୍ଲାର ତାଳଚେର ଅଞ୍ଚଳର ରାଣାପ୍ରତାପ ଦାସ ଥିଲେ l ଏହି କାର୍ଯ୍ୟକ୍ରମରେ ଫୋରମର କାର୍ଯ୍ୟକାରୀ ସଭାପତି ତଥା ପୂର୍ବତନ ନଗରପାଳ ସୁରେନ୍ଦ୍ର କୁମାର ମିଶ୍ର, ଉପସଭାପତି ତଥା ଜିଲ୍ଲା ଓକିଲ ସଂଘ ପୂର୍ବତନ ସଭାପତି ଦୀପକ ପ୍ରସାଦ ପଟ୍ଟନାୟକ, ସମ୍ପାଦକ ଭରତ କୁମାର ଦାସ, ସହସମ୍ପାଦକ ତଥା ଆଇନଜୀବୀ ଗୁପ୍ତେଶ୍ୱର ମିଶ୍ର, ଆଇନଜୀବୀ ଅମ୍ବିକା ପ୍ରସାଦ ମିଶ୍ର, ରଞ୍ଜିତ ପାଣିଗ୍ରାହୀ, ଶିଳ୍ପୀଶ୍ରୀ ହରିଚନ୍ଦନ, ପଙ୍କଜ ନାୟକ, ଉଦୟନାଥ ବେହେରା, ଜି ମନ୍ମଥ ରାଓ, ଅଶୋକ ସ୍ୱାଇଁ ଓ ସରୋଜ ଶତପଥି ପ୍ରମୁଖ ଉପସ୍ଥିତ ରହି ସହିଦ ଯବାନ ମାନଙ୍କର ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l

Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

five × five =