Thursday, 25/April/2024 10:13
Mo Dhenkanal
ଢେଙ୍କାନାଳ ଖବର

ଦିଲ୍ଲୀ ପବ୍ଲିକ ସ୍କୁଲରେ ଗୁରୁଦିବସ ପାଳିତ!

ଢେଙ୍କାନାଳ ସହର ଉପକଣ୍ଠ ଥିବା ଦିଲ୍ଲା ପବ୍ଲିକ ସ୍କୁଲରେ ଗୁରୁଦିବସ ପାଳିତ ହୋଇଯାଇଛି । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରୀଷ୍ଣଙ୍କ ଜନ୍ମ ଦିବସ ଅବସରରେ ଗୁରୁ ଦିବସ ପାଳନ ହୋଇଥାଏ । ପ୍ରାରମ୍ଭରେ ବିଦ୍ୟାଳୟର ଅଧ୍ୟକ୍ଷ ବିଜୟ କୁମାର ସାହୁ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବା ବେଳେ ଶିକ୍ଷକ ମାନେ ଦେଶର ମେରୁଦଣ୍ଡ ଏବଂ ପିଲାମାନଙ୍କୁ ଉତମ  ନାଗରିକ ଭାବେ ଗଢି ତୋଳିବାରେ ସେମାନଙ୍କର ଅବଦାନ ଅତୁଳନୀୟ ବୋଲି କହିଥିଲେ ।  ଏହି ଅବସରରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀଙ୍କ ମଧ୍ୟରେ କୁଇଜ ପ୍ରତିଯୋଗୀତା ଏବଂ ସଙ୍ଗୀତ ପରିବେଷଣ ହୋଇଥିଲା । ଶିକ୍ଷୟତ୍ରୀ ମୋନାଲିସା ପ୍ରଧାନଙ୍କ ଦ୍ୱାରା ପରିବେଷଣ ହୋଇଥିବା ଓଡିଶୀ ନୃତ୍ୟ ଅତ୍ୟନ୍ତ ମନମୁଗ୍ଧକର ହୋଇଥିଲା । ଶେଷରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ସାହୁ ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ସମ୍ମାନୀତ କରିଥିଲେ ।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

one × three =