Monday, 22/April/2024 02:40
Mo Dhenkanal
ଢେଙ୍କାନାଳ ଖବର

ସିଦ୍ଧେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

FB_IMG_1686103726896
Picsart_22-04-11_10-18-21-175

ଢେ଼ଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଅନ୍ତର୍ଗତ ସିଦ୍ଧେଶ୍ୱରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଏସ୍.ଏମ.ଡି.ସି ସଭ୍ୟ ସଭ୍ୟା, ଗୁରୁଦେବଜୀ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଇଂ ସୌମ୍ୟବ୍ରତ ସାହୁ, ନିର୍ଦ୍ଦେଶକ ବିଜ୍ଞାନ ମହାନ୍ତି, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟବାଦୀ ସାମଲ ଏବଂ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ତଥା କର୍ମଚାରୀ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବୃକ୍ଷ ରୋପଣ କରି କରାଯାଇ ପରିବେଶ ଶୁଦ୍ଧତା ଓ ସୌନ୍ଦର୍ଯ୍ୟ ବୁଦ୍ଧି ନିମନ୍ତେ ସଚେତନତା ସୃଷ୍ଟି କରାଯାଇଥିଲା।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେ଼ଙ୍କାନାଳ

Picsart_22-04-11_10-18-21-175

Related posts

ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ରାଜନୈତିକ ଦଳର ପ୍ରତିନିଧି ମାନଙ୍କ ସହିତ ନିର୍ବାଚନ ଅଧିକାରୀମାନଙ୍କ ଆଲୋଚନା।

Mo Dhenkanal

ଢେଙ୍କାନାଳ ଲୋକସଭା ପାଇଁ ବିଜେଡିରୁ ଲଢ଼ିବେ ଯୁବ ସମାଜସେବୀ ଡ଼ା. ଅବିନାଶ ସାମଲ ।

Mo Dhenkanal

ଫେବ୍ରୁଆରୀ ୨୧ରେ ହେବ ଜାତୀୟ ଗୋଲୋକ ବିହାରୀ ଧଳ ଭାଷା ସମାବେଶ !

Mo Dhenkanal

Leave a Comment

nineteen − eighteen =