Thursday, 25/April/2024 09:08
Mo Dhenkanal
ସ୍ପେସିଆଲ ରିପୋର୍ଟ

ମୁଖ୍ଯମନ୍ତ୍ରୀ ଦେଲେ ଦାଇତ୍ୱ ଜାଣନ୍ତୁ କୋଉ ଜିଲ୍ଲା ପାଇଁ କିଏ ପର୍ଯ୍ୟବେକ୍ଷକ

ଢେଙ୍କାନାଳ ଜିଲ୍ଲା ପର୍ଯ୍ୟବେକ୍ଷକ ହେଲେ ଶ୍ରୀ ବିଜୟ ନାୟକ । ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ତଥା କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗଞ୍ଜାମର ଦାଇତ୍ୱ ଦେବାସହ ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲଙ୍କୁ ବରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ଦାଇତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

FB_IMG_1686103726896
Picsart_22-04-11_10-18-21-175

ବିଜେଡିର ଜିଲ୍ଲାୱାରୀ ପର୍ଯ୍ୟବେକ୍ଷକ ନିଯୁକ୍ତ । ରାଜ୍ୟର ସବୁ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି ଦଳୀୟ ସଭାପତି ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ । ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼ – ସୁଧିର କୁମାର ସାମଲ,

IMG-20230205-WA0003
Picsart_22-04-11_10-18-21-175

ଭଦ୍ରକ- ପ୍ରଣବ ବଳବନ୍ତରାୟ, ବଲାଙ୍ଗୀର- ସୁଶାନ୍ତ ସିଂହ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଦେବଗଡ଼ ସୁଶାନ୍ତ ସିଂହ, ଢେଙ୍କାନାଳ-ବିଜୟ ନାୟକ, ଗଜପତି ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ,

Picsart_22-04-11_10-18-21-175

ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା ସୁବାସ ସିଂହ, କଳାହାଣ୍ଡି ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ-ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା, ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର, ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼ ପାଇଁ ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି ।

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

Related posts

+୨ ବିଜ୍ଞାନରେ ଢେଙ୍କାନାଳ ଜିଲ୍ଲା ଟପ୍ପର ବିଦ୍ୟାର୍ଥୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏରିନା ମହାପାତ୍ର ।

Mo Dhenkanal

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ !

Mo Dhenkanal

ବେସରକାରୀ ସ୍ତରରେ ନିଜ ବଜାରରେ ଆଇନ୍‌ଶୃଙ୍ଖଳା ରକ୍ଷା ପାଇଁ ପଦ୍ମବଜାରରେ ସିସିଟିଭି ବ୍ୟବସ୍ଥାର ଉଦ୍‌ଘାଟନ !

Mo Dhenkanal

Leave a Comment

eight − six =