Thursday, 25/April/2024 09:59
Mo Dhenkanal
ସ୍ପେସିଆଲ ରିପୋର୍ଟ

ବଦଳିଲେ ଢେଙ୍କାନାଳ ଜିଲ୍ଲାପାଳ, ନୂତନ ଜିଲ୍ଲାପାଳ ହେଲେ ସରୋଜ କୁମାର ସେଠୀ !

ରାଜ୍ୟ ସରକାର ଆଜି ଆଇଏଏସ୍‌ ଏବଂ ଓଏଏସ୍‌ସ୍ତରରେ ଅଦଳବଦଳ କରିଛନ୍ତି। ଢେଙ୍କାନାଳ ଜିଲ୍ଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କୁ ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସରୋଜ କୁମାର ସେଠୀଙ୍କୁ ଢେଙ୍କାନାଳ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି, ଭଦ୍ରକ ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସଙ୍କୁ ପଞ୍ଚାୟତିରାଜ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି। ସେହିପରି ପଞ୍ଚାୟତିରାଜ ନିର୍ଦ୍ଦେଶକ ଥିବା ଉମାକାନ୍ତ ତ୍ରିପାଠୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ସଚିବ ଭାବେ ନିଯୁକ୍ତ କରାଯାଇଛି। ଆୟୁଷ ବିଭାଗ ନିର୍ଦ୍ଦେଶକ ଭାବେ ବର୍ତ୍ତମାନ କାର୍ଯ୍ୟ କରୁଥିବା ତ୍ରିଲୋଚନ ମାଝିଙ୍କୁ ଭଦ୍ରକ ଜଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି।

FB_IMG_1686103726896
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ ମୋ ଢେଙ୍କାନାଳ

IMG-20230205-WA0003
Picsart_22-04-11_10-18-21-175
Picsart_22-04-11_10-18-21-175

Related posts

+୨ ବିଜ୍ଞାନରେ ଢେଙ୍କାନାଳ ଜିଲ୍ଲା ଟପ୍ପର ବିଦ୍ୟାର୍ଥୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏରିନା ମହାପାତ୍ର ।

Mo Dhenkanal

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ !

Mo Dhenkanal

ବେସରକାରୀ ସ୍ତରରେ ନିଜ ବଜାରରେ ଆଇନ୍‌ଶୃଙ୍ଖଳା ରକ୍ଷା ପାଇଁ ପଦ୍ମବଜାରରେ ସିସିଟିଭି ବ୍ୟବସ୍ଥାର ଉଦ୍‌ଘାଟନ !

Mo Dhenkanal

Leave a Comment

eighteen + 8 =