Sunday, 06/October/2024 04:49
Mo Dhenkanal
ସ୍ପେସିଆଲ ରିପୋର୍ଟ

ଜୁନ୍‌ ୧ରୁ ବିଶ୍ୱବିଦ୍ୟାଳୟରେ ଅନ୍‌ଲାଇନ୍‌ କ୍ଲାସ୍ ।

ରାଜ୍ୟ ସରକାରଙ୍କ ଦାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ କ୍ଲାସରେ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି।

FB_IMG_1686103726896
Picsart_22-04-11_10-18-21-175

ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ ହେବ ନାହିଁ। ଏହା ବ୍ୟତୀତ ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ ହଷ୍ଟେଲଗୁଡ଼ିକ ବନ୍ଦ ରହିବ। ୟୁଜିସି ପକ୍ଷରୁ ସୂଚନା ପାଇବା ପରେ ପରୀକ୍ଷା କାର୍ଯ୍ୟସୂଚୀ ଜଣାଇ ଦିଆଯିବ।ସୂଚନାଯୋଗ୍ୟ, କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମେ ୩୧ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ ।

IMG-20230205-WA0003
Picsart_22-04-11_10-18-21-175

ବ୍ୟୁରୋ ରିପୋର୍ଟ- ବିଜ୍ଞାନ ମହାନ୍ତି, ମୋ ଢେଙ୍କାନାଳ

Picsart_22-04-11_10-18-21-175

Related posts

+୨ ବିଜ୍ଞାନରେ ଢେଙ୍କାନାଳ ଜିଲ୍ଲା ଟପ୍ପର ବିଦ୍ୟାର୍ଥୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏରିନା ମହାପାତ୍ର ।

Mo Dhenkanal

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ !

Mo Dhenkanal

ବେସରକାରୀ ସ୍ତରରେ ନିଜ ବଜାରରେ ଆଇନ୍‌ଶୃଙ୍ଖଳା ରକ୍ଷା ପାଇଁ ପଦ୍ମବଜାରରେ ସିସିଟିଭି ବ୍ୟବସ୍ଥାର ଉଦ୍‌ଘାଟନ !

Mo Dhenkanal

Leave a Comment

two × three =