Tuesday, 23/April/2024 03:29
Mo Dhenkanal
ସ୍ପେସିଆଲ ରିପୋର୍ଟ

ଜିଲ୍ଲା ପ୍ରଶାସନ ପକ୍ଷରୁ ଶହୀଦ ବାଜି ରାଉତଙ୍କୁ ଶ୍ରଦ୍ଧାଞ୍ଜଳି

ଜିଲ୍ଲା ପ୍ରଶାସନ ପକ୍ଷରୁ ଶହୀଦ ବାଜି ରାଉତଙ୍କ ୯୪ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ।

FB_IMG_1686103726896
Picsart_22-04-11_10-18-21-175

ଢେଙ୍କାନାଳ ମାଟିର ତଥା ଓଡ଼ିଶାର ଗର୍ବ ଗୌରବ ଓ ଦେଶର ସର୍ବକନିଷ୍ଠ ସହିଦ୍ ବାଜିରାଉତଙ୍କ ଜନ୍ମ ଦିବସରେ ଢେଙ୍କାନାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କ ନୀଳକଣ୍ଠପୁର ଏବଂ ବାଜିଚୌକ ସ୍ଥିତ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି ।

IMG-20230205-WA0003
Picsart_22-04-11_10-18-21-175

ରିପୋର୍ଟ- ବିଜ୍ଞାନ ମହାନ୍ତି

Picsart_22-04-11_10-18-21-175

Related posts

+୨ ବିଜ୍ଞାନରେ ଢେଙ୍କାନାଳ ଜିଲ୍ଲା ଟପ୍ପର ବିଦ୍ୟାର୍ଥୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଏରିନା ମହାପାତ୍ର ।

Mo Dhenkanal

ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ !

Mo Dhenkanal

ବେସରକାରୀ ସ୍ତରରେ ନିଜ ବଜାରରେ ଆଇନ୍‌ଶୃଙ୍ଖଳା ରକ୍ଷା ପାଇଁ ପଦ୍ମବଜାରରେ ସିସିଟିଭି ବ୍ୟବସ୍ଥାର ଉଦ୍‌ଘାଟନ !

Mo Dhenkanal

Leave a Comment

fourteen − 8 =